ଗିରଫ ହେଲେ ଭୁବନେଶ୍ୱରର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନ

ଭୁବନେଶ୍ୱର: ଗିରଫ ହେଲେ ଭୁବନେଶ୍ୱରର କୋଟିପତି ସହ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନ । ଭିଜିଲାନ୍ସ ବିଭାଗର ସ୍ୱତନ୍ତ୍ର ସେଲ୍‌‌ ତାଙ୍କୁ ଗିରଫ କରିଛି । ମଙ୍ଗଳବାର ଉକ୍ତ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା । ଏକ କାଳିନ ୬ରୁ ଅଧିକ ସ୍ଥାନରେ ଭିଜିଲାନ୍ସ ଟିମ୍‌ ଚଢ଼ାଉ କରିଥିଲା । ଏଥିରେ ତାଙ୍କର ସାଢେ ୬ କୋଟିରୁ ଉର୍ଦ୍ଧ୍ୱ ଟଙ୍କାର ସଂପତ୍ତି ଜବତ କରିଥିଲା ଭିଜିଲାନ୍ସ । ଭୁବନେଶ୍ୱର ନୟାପଲ୍ଲୀରେ ଥିବା ଦୁଇ … Continue reading ଗିରଫ ହେଲେ ଭୁବନେଶ୍ୱରର କୋଟିପତି ସହକାରୀ ନିର୍ବାହୀ ଯନ୍ତ୍ରୀ ରବିନ୍ଦ୍ର ନାଥ ପ୍ରଧାନ