ସୂଚନା ଓ ଲୋକ ସମ୍ପର୍କ ବିଭାଗର ଦାୟିତ୍ୱ ନେଲେ ବିଷ୍ଣୁପଦ ସେଠୀ
1 min read
ଭୁବନେଶ୍ୱର: ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଦାୟିତ୍ୱ ଗ୍ରହଣ କରିଛନ୍ତି ବିଷ୍ଣୁପଦ ସେଠୀ । ଆଜି ନିଜର ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ନିର୍ଦେଶକ କୃପାସିନ୍ଧୁ ମିଶ୍ର ଓ ବୈଷୟିକ ନିର୍ଦେଶକ ନିରଞ୍ଜନ ସେଠିଙ୍କ ସହ ଆଲୋଚନା କରିଛନ୍ତି । ବରିଷ୍ଠ ଆଇଏଏସ ତଥା ରାଜସ୍ୱ ବିଭାଗର ପ୍ରମୁଖ ସଚିବ ଭାବେ କାର୍ଯ୍ୟରତ ଥିଲେ ବିଷ୍ନୁପଦ ସେଠୀ । ଆଜି ସୂଚନା ଓ ଲୋକ ସମ୍ପର୍କ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବରିଷ୍ଠ ଆଇଏଏସ ତଥା ରାଜସ୍ବ ବିଭାଗର ପ୍ରମୁଖ ସଚିବ ବିଷ୍ନୁପଦ ସେଠୀ @BPSethi ସୂଚନା ଓ ଲୋକ ସମ୍ପର୍କ @IPR_Odisha ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ଦାୟିତ୍ୱ ଗ୍ରହଣ କରିବା ପରେ ବିଭାଗୀୟ ନିର୍ଦେଶକ କୃପାସିନ୍ଧୁ ମିଶ୍ର ଓ ଅନ୍ୟ ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି।