ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶନାମା ବିରୋଧରେ କେନ୍ଦ୍ରକୁ ଅବଗତ କରାଇବ ବିଜେଡି

ଭୁବନେଶ୍ୱର: ଅଖିଳ ଭାରତୀୟ ଆୟୁର୍ବିଜ୍ଞାନ ପ୍ରତିଷ୍ଠାନ ବା ଏମ୍ସର ହିନ୍ଦୀ ଭାଷା ପ୍ରେମକୁ ନେଇ ଖପ୍ପା ବିଜୁ ଜନତା ଦଳର ନେତା । ସିଧା ସିଧା ଏମ୍ସର ନିର୍ଦ୍ଦେଶାବଳୀକୁ ବିରୋଧ କରିଛି ବିଜେଡି । ଦଳର ବରିଷ୍ଠ ନେତା ତଥା ସାଂସଦ ପିନାକୀ ମିଶ୍ର ଏମ୍ସର କାର୍ଯ୍ୟଶୈଳୀକୁ ନେଇ ପ୍ରଶ୍ନ କରିବା ସହ ବହୁ ଗୁରୁତ୍ୱପୂର୍ଣ୍ଣ କଥା ଉଲ୍ଲେଖ କରିଛନ୍ତି । କହିଛନ୍ତି, ଭାଷା ଭିତ୍ତିରେ ଓଡ଼ିଶା ରାଜ୍ୟର ଗଠନ ହୋଇଥିଲା । ଆମେ କାହାକୁ ଆମର … Continue reading ଭୁବନେଶ୍ୱର ଏମ୍ସର ନିର୍ଦ୍ଦେଶନାମା ବିରୋଧରେ କେନ୍ଦ୍ରକୁ ଅବଗତ କରାଇବ ବିଜେଡି