ବୈଜୟନ୍ତଙ୍କ କଳାକାରନାମାକୁ ପ୍ରଣବ ପ୍ରକାଶଙ୍କ ସମାଲୋଚନା, ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଶିଥିଳତା ନେଇ ଉଠାଇଲେ ପ୍ରଶ୍ନ

ଭୁବନେଶ୍ୱର : ଭାଜପା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଏବଂ ତାଙ୍କ ପତ୍ନୀ ଜଗିମଙ୍ଗତ ପଣ୍ଡା ମନି ଲଣ୍ଡ୍ରିଂରେ ସଂପୃକ୍ତ ଥିବା ୮ ଫେବୃୟାରୀ, ୨୦୧୯ରେ ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ବୈଜୟନ୍ତଙ୍କ ଏହି କଳାକାରନାମାର ଚେର ବାହାମାସ ପର୍ଯ୍ୟନ୍ତ ଲମ୍ବିଛି । ଏନେଇ ଥିବା ବିଭିନ୍ନ ତଥ୍ୟ ପ୍ରମାଣ ଲୋକଲୋଚନକୁ ଆସିବାରେ ଲାଗିଛି । ଚଳିତବର୍ଷ ଫେବୃୟାରୀ ୨୦ରେ ଦିଲ୍ଲୀ ହାଇକୋର୍ଟ ଏହି ମାମଲାର ସ୍ୱିପ୍ଟ ଅନୁସନ୍ଧାନ ପାଇଁ ନିର୍ଦ୍ଦେଶ ଦେଇଥିଲେ । ହେଲେ … Continue reading ବୈଜୟନ୍ତଙ୍କ କଳାକାରନାମାକୁ ପ୍ରଣବ ପ୍ରକାଶଙ୍କ ସମାଲୋଚନା, ଦିଲ୍ଲୀ ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ତଦନ୍ତ ଶିଥିଳତା ନେଇ ଉଠାଇଲେ ପ୍ରଶ୍ନ