ମିଛ ଖବର ପ୍ରଚାରରେ ସୀମା ଟପୁଛି ରାଜ୍ୟ ବିଜେପି: ବିଜେଡି
ଭୁବନେଶ୍ୱର: ମିଛ ଖବର ପ୍ରଚାର କରିବାରେ ରାଜ୍ୟ ବିଜେପି ନେତାମାନେ ଏବେ ସବୁ ସୀମା ଟପିଗଲେଣି । ବିଜେପି ନେତା ଭୃଗୁ ବକ୍ସିପାତ୍ରଙ୍କ ସାମ୍ୱାଦିକ ସମ୍ମିଳନୀର ଜବାବା ଦେଇ ଏହା କହିଛନ୍ତି ବିଜେଡି ମୁଖପାତ୍ର ଡକ୍ଟର ସସ୍ମିତ ପାତ୍ର । ଶ୍ରୀ ପାତ୍ର ଆହୁରୀ କହିଛନ୍ତି ଯେ, ଗତ ତିନି ଚାରି ମାସ ଧରି ଆଶା, ଅଙ୍ଗନଓ୍ୱାଡ଼ୀକର୍ମୀ, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୋଲିସ ଓ ସରକାରୀ କର୍ମଚାରୀମାନେ କରୋନା କବଳରୁ ଲୋକଙ୍କ ଜୀବନ ବଞ୍ଚାଇବାପାଇଁ ଦିନ ରାତି କାର୍ଯ୍ୟ … Continue reading ମିଛ ଖବର ପ୍ରଚାରରେ ସୀମା ଟପୁଛି ରାଜ୍ୟ ବିଜେପି: ବିଜେଡି
Copy and paste this URL into your WordPress site to embed
Copy and paste this code into your site to embed