ତିର୍ତ୍ତୋଲରେ ମୁଖ୍ୟମନ୍ତ୍ରୀଙ୍କର ଭର୍ଚୁଆଲ ପ୍ରଚାର, ଅଞ୍ଚଳର ବିକାଶ ପାଇଁ ବିଜେଡି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ କଲେ ନିବେଦନ…

ଭୁବନେଶ୍ୱର: ଆଜି ତିର୍ତ୍ତୋଲରେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମୁଖ୍ୟମନ୍ତ୍ରୀ ଦଳ ପାଇଁ ଭର୍ଚୁଆଲ ପ୍ରଚାର କରିଛନ୍ତି ।  ଦଳର ପ୍ରାର୍ଥୀ ବିଜୟ ଶଙ୍କର ଦାସଙ୍କ ସପକ୍ଷରେ ପ୍ରଚାର କରି ସେ କହିଛନ୍ତି ଯେ, ଖାଦ୍ୟ ସୁରକ୍ଷା କ୍ଷେତ୍ରରେ ରାଜ୍ୟ ଉଲ୍ଲେଖନୀୟ ପ୍ରଦର୍ଶନ କରିଛି । ତିର୍ତ୍ତୋଲର ଜନ ସାଧାରଣ ବିଜୁ ପରିବାର ସହ ରହି ଆସିଛନ୍ତି ଓ ଆଗାମୀ ଦିନରେ ମଧ୍ୟ ବିଜୁ ଜନତା ଦଳ ପ୍ରତି ନିଜର ସମର୍ଥନ ରଖିବେ … Continue reading ତିର୍ତ୍ତୋଲରେ ମୁଖ୍ୟମନ୍ତ୍ରୀଙ୍କର ଭର୍ଚୁଆଲ ପ୍ରଚାର, ଅଞ୍ଚଳର ବିକାଶ ପାଇଁ ବିଜେଡି ପ୍ରାର୍ଥୀଙ୍କୁ ଭୋଟ ଦେବାକୁ କଲେ ନିବେଦନ…