କରୋନା ଲକ୍ଷଣ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର

ନୂଆଦିଲ୍ଲୀ: ବିଜେପି ମୁଖପାତ୍ର ସମ୍ବିତ ପାତ୍ର ଗୁରୁଗ୍ରାମର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି । ସୂଚନା ମୁତାବକ ତାଙ୍କ ପାଖରେ କରୋନା ଭାଇରସର ଲକ୍ଷଣ ଦେଖିବାକୁ ମିଳିଛି । ଗୁରୁଗ୍ରାମର ମେଦାନ୍ତ ଡାକ୍ତରଖାନାରେ ତାଙ୍କୁ ଭର୍ତ୍ତି କରାଯାଇଛି । ନ୍ୟୁଜ ଚ୍ୟାନେଲ ଗୁଡ଼ିକରେ ସମ୍ବିତ ପାତ୍ରଙ୍କୁ ବିଜେପିର ପକ୍ଷ ରଖୁଥିବା ଦେଖିବାକୁ ମିଳିଥାଏ । BJP national spokesperson Sambit Patra has been admitted to a private hospital in Gurgaon after … Continue reading କରୋନା ଲକ୍ଷଣ ପରେ ହସ୍ପିଟାଲରେ ଭର୍ତ୍ତି ହେଲେ ବିଜେପି ମୁଖପାତ୍ର ସମ୍ବିତ ପାତ୍ର