ଭୁବନେଶ୍ୱର: ଆସନ୍ତା ୨୭ରେ ଓଡ଼ିଶା ଆସିବେ ଉପରାଷ୍ଟ୍ରପତି ଭେଙ୍କିୟା ନାଇଡ଼ୁ । ବଲାଙ୍ଗିରରେ ବିପିସିଏଲ ଏଲପିଜି ବଟଲିଂ ପ୍ଲାଣ୍ଟର ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପଣ କରିବେ । ଉତ୍ସବରେ ଉପସ୍ଥିତ ରହିବେ ରାଜ୍ୟପାଳ‌ ପ୍ରଫେସର ଗଣେଶୀଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Leave a Reply