ଆଜି ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ
1 min read
ଭୁବନେଶ୍ୱର: ଶନିବାର ରାଜ୍ୟ କ୍ୟାବିନେଟ୍ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ଅପରାହ୍ନ ସାଢ଼େ ୫ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହା ଭର୍ଚୁଆଲ୍ ମାଧ୍ୟମରେ ଅନୁଷ୍ଠିତ ହେବ। କ୍ୟାବିନେଟ୍ରେ ମୋଟ୍ ୧୩ଟି ଏଜେଣ୍ଡା ଆସିବ ବୋଲି ସୂଚନା ମିଳିଛି। ତେବେ ଏଜେଣ୍ଡା ସମ୍ପର୍କରେ ନିର୍ଦ୍ଦିଷ୍ଟ ଭାବେ ଜଣାପଡ଼ି ନାହିଁ।