ତାଜା ଖବର

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାକୁ ଛୁଇଁଲା କରୋନା । ୨ ଜଣଙ୍କ ନମୁନା ପଜିଟିଭ୍ । ରାଜ୍ୟରେ ଆକ୍ରନ୍ତଙ୍କ ସଂଖ୍ୟା ୧୫୯କୁ ବୃଦ୍ଧି ।

ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲାରୁ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨କୁ ବୃଦ୍ଧି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଞ୍ଚିଲା...

ଭୁବନେଶ୍ୱର: ଯାଜପୁରରୁ ଆଉ ୨ କରୋନା ଆକ୍ରାନ୍ତି ଚିହ୍ନଟ । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪୭କୁ ବୃଦ୍ଧି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬ରେ ପହଞ୍ଚିଲା ।

ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ବାଲେଶ୍ୱରରୁ ଆଉ ଜଣେ ଆକ୍ରାନ୍ତ ଚିହ୍ନଟ, ରାଜ୍ୟରେ ପଜଟିଭ୍ ସଂଖ୍ୟା ୧୪୩କୁ ବୃଦ୍ଧି ।

ଭୁବନେଶ୍ୱର: ରାଜ୍ୟର କରୋନା ସଂକ୍ରମିତଙ୍କ ମଧ୍ୟରୁ ୮୫ ପ୍ରତିଶତ ଆକ୍ରାନ୍ତଙ୍କ ପାଖରେ ନାହିଁ କରୋନାର କୌଣସି ଲକ୍ଷଣ । କେବଳ ୧୫ ପ୍ରତିଶତଙ୍କ ଠାରେ ଲକ୍ଷଣ ଦେଖାଯାଉଛି...

ଭୁବନେଶ୍ୱର: ଯାଜପୁରରୁ ଆଉ ୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୩୮କୁ ବୃଦ୍ଧି ପାଇଛି । ରାଜ୍ୟରେ ଏବେ ୧୪୭ ଜଣ...