ତାଜା ଖବର

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାକୁ ଛୁଇଁଲା କରୋନା । ୨ ଜଣଙ୍କ ନମୁନା ପଜିଟିଭ୍ । ରାଜ୍ୟରେ ଆକ୍ରନ୍ତଙ୍କ ସଂଖ୍ୟା ୧୫୯କୁ ବୃଦ୍ଧି ।

ଭୁବନେଶ୍ୱର: ଝାରସୁଗୁଡ଼ା ଜିଲ୍ଲାରୁ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୨କୁ ବୃଦ୍ଧି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୦ରେ ପହଞ୍ଚିଲା...

1 min read

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ନେଇ ଆସୁଥିବା ବସ୍ ବାରମ୍ବାର ଦୁର୍ଘଟଣା ହେଉଥିବାରୁ ରୁଟ ପରିବର୍ତନ ପାଇଁ ନିଷ୍ପତ୍ତି । ବସ୍ ବୌଦ୍ଧ-ମାଧପୁର ଦେଇ ନୟାଗଡ଼-ଓଡ଼ଗାଁ-ଜଗନ୍ନାଥପ୍ରସାଦ ଦେଇ ଗଞ୍ଜାମ...

ଭୁବନେଶ୍ୱର: ଯାଜପୁରରୁ ଆଉ ୨ କରୋନା ଆକ୍ରାନ୍ତି ଚିହ୍ନଟ । ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ୪୭କୁ ବୃଦ୍ଧି । ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୬ରେ ପହଞ୍ଚିଲା ।

ଭୁବନେଶ୍ୱର: ରାଜ୍ୟର କରୋନା ସଂକ୍ରମିତଙ୍କ ମଧ୍ୟରୁ ୮୫ ପ୍ରତିଶତ ଆକ୍ରାନ୍ତଙ୍କ ପାଖରେ ନାହିଁ କରୋନାର କୌଣସି ଲକ୍ଷଣ । କେବଳ ୧୫ ପ୍ରତିଶତଙ୍କ ଠାରେ ଲକ୍ଷଣ ଦେଖାଯାଉଛି...