ହାଇଲାଇଟ୍ ସମ୍ବାଦ

ଭୁବନେଶ୍ବର: ମଧୁମେହ, ଉଚ୍ଚ ରକ୍ତଚାପ ରାକ୍ଷସ କବଳରେ ଭାରତର ଯୁବଗୋଷ୍ଠୀ । ଅନିୟମିତ ଖାଦ୍ୟ, ଶାରୀରିକ ବ୍ୟାୟାମ ଅଭାବରୁ ୨୦୩୦ ସୁଦ୍ଧା ଦେଶର ୩୦ କୋଟି ଯୁବକ...

1 min read

ଭୁବନେଶ୍ବର: ପୁଣି କଲେଜରେ ହେବ କି ଛାତ୍ର ସଂସଦ ନିର୍ବାଚନ ? ସରଗରମ ହେବ କି କ୍ୟାମ୍ପସ ପଲିଟିକ୍ସ । ଏନେଇ ରାଜ୍ୟ ସରକାର କରୁଛନ୍ତି ବିଚାର...

ଭୁବନେଶ୍ବର: ମହାନଦୀ ବିବାଦର ସମାଧାନ ତଥା ଓଡ଼ିଶାର ହକ ପାଇଁ ଅଣ୍ଟା ଭିଡ଼ିଛି ମହାନଦୀ ବଞ୍ଚାଓ ଆନ୍ଦୋଳନ । ବିବାଦର ସମାଧାନ ପାଇଁ ଗଠିତ ଟ୍ରିବ୍ଯୁନାଲର ପ୍ରକ୍ରିୟା...

ଭୁବନେଶ୍ବର: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ ରାଜସ୍ୱ ମନ୍ତ୍ରୀଙ୍କ ବକ୍ତବ୍ୟକୁ ନେଇ କଡା ପ୍ରତିକ୍ରିୟା ପ୍ରକାଶ କରିଛି ବିଜେଡି । ଟ୍ରିପଲ ଇଞ୍ଜିନ୍ ସରକାରରେ ବାହାନା ଖୋଜିବା ବଦଳରେ...

ନୂଆଦିଲ୍ଲୀ: ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିଛନ୍ତି ମୋହନ ଚରଣ ମାଝୀ । ସେ ଦିଲ୍ଲୀରେ ପହଞ୍ଚିବା ପରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ...

1 min read

ନନ୍ଦିଘୋଷ ବ୍ୟୁରୋ: ୨୦୨୨ର ପ୍ରତିଶୋଧ ନେବ କି ଭାରତ ? ସେମିରୁ ବିଦା କରିଥିବା ଇଂଲଣ୍ଡକୁ ଏଥର ବିଦା କରିବ କି ଟିମ୍ ଇଣ୍ଡିଆ। ଟି-ଟ୍ବେଣ୍ଟି ବିଶ୍ବକପ...

ଭୁବନେଶ୍ୱର: ନନ୍ଦନକାନନରେ ଆଖି ବୁଜିଲା ବାଘୁଣୀ ସାରା । ୨୦୦୯ରେ ନନ୍ଦନକାନନକୁ ଆସିଥିବା ସାରାର ମୃତ୍ଯୁ ହୋଇଛି । ମୃତ୍ଯୁ ବେଳକୁ ତାକୁ ୧୯ ବର୍ଷ ହୋଇଥିଲା...

1 min read

ନୂଆଦିଲ୍ଲୀ: ସଂସଦର ମିଳିତ ଅଧିବେଶନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଉଦବୋଧନ।  ୨୫ କୋଟି ଲୋକ ଗରିବୀରୁ ମୁକ୍ତ ହୋଇଛନ୍ତି। କୃଷକଙ୍କୁ ୨୦ ହଜାର କୋଟି ଟଙ୍କାର ସହାୟତା...

ରାଉରକେଲା : ରାଉରକେଲା ସରକାରୀ ଡାକ୍ତରଖାନାରେ ନକଲି ଡାକ୍ତର । ନକଲି ଡାକ୍ତର ଅଭିଯୋଗରେ ଜଣଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ପଦ୍ମନାଭ...

ଭୁବନେଶ୍ୱର: ରାଜଧାନୀର ବିଭିନ୍ନ ଥାନା ମାନଙ୍କରେ ଥିବା ହୋଟେଲ ଓ ଲଜରେ ଚେକିଂ କରିଛି କମିଶନରେଟ ପୋଲିସ। ରାଜଧାନୀରେ ଡେରା ପକାଉଥିବା ଲୁଟେରା ଓ ଠକଙ୍କୁ ଠାବ...