ଭୁବନେଶ୍ୱର: କରୋନା ପାଇଁ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ । ଯୁଗ୍ମ ଅଭିଯୋଗ ପ୍ରକୋଷ୍ଠ ଓ ଜିଲ୍ଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠ ମାର୍ଚ୍ଚ ୩୧ ତାରିଖ ଯାଏଁ ବନ୍ଦ ରହିବ । ଜନ ସାଧାରଣ ଅନଲାଇନରେ ଅଭିଯୋଗ କରିପାରିବେ ।

Leave a Reply