spot_img

Latest Posts

ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ନନ୍ଦିଘୋଷ ବ୍ୟୁରୋ: ଜୁଲାଇ ପହିଲାରୁ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଏଥିଲାଗି ପ୍ରସ୍ତୁତ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ। ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିବା ପାଇଁ ଅଭିଯୋଗ ପ୍ରକୋଷ୍ଠର ନବୀକରଣ କରାଯାଉଛି। ଯାହାର ତଦାରଖ କରୁଛନ୍ତି ଖୋଦ ବରିଷ୍ଠ ଅଧିକାରୀ। ଜୁଲାଇ୧ରୁ ଅଭିଯୋଗ ପ୍ରକୋଷ୍ଟରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କରିବେ ଶୁଣାଣି।ସାଧାରଣ ଜନତାଙ୍କର ଶୁଣିବେ ଅଭିଯୋଗ। ଯେଁଉଠି ଏକକାଳୀନ ୩୦ଜଣଙ୍କ ବସିବା ପାଇଁ ବ୍ୟବସ୍ଥା କରାଯାଇଛି।

Latest Posts

Don't Miss