ଦିଲ୍ଲୀ ହିଂସାରେ ଯବାନଙ୍କ ଘର ପୋଡ଼ି ଘଟଣା, ୧୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର: ଯବାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦମ୍ଭୋକ୍ତି । ଦିଲ୍ଲୀ ହିଂସାରେ ଘର ପୋଡ଼ି ଯାଇଥିବା ଯବାନଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇବା ସହ ସହାୟତାର ହାତ ବଢ଼ାଇଛନ୍ତି । ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କା ସହାୟତା ଘୋଷଣା କରିଛନ୍ତି । ବିଏସଏଫ ୯ମ ବାଟାଲିୟନର ଯବାନ ମହମ୍ମଦ ଆନିସ । ବର୍ତ୍ତମାନ ମାଓ ପ୍ରଭାବିତ ମାଲକାନଗିରି ସ୍ୱାଭିମାନ ଅଞ୍ଚଳରେ କାର୍ଯ୍ୟରତ । ସେ ମାଓ ବିରୋଧୀ ଅପରେସନରେ ସାମିଲ୍ ଥିବାବେଳେ ତାଙ୍କ ଘର … Continue reading ଦିଲ୍ଲୀ ହିଂସାରେ ଯବାନଙ୍କ ଘର ପୋଡ଼ି ଘଟଣା, ୧୦ ଲକ୍ଷ ଟଙ୍କା ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ