‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭ୍ୟୁ’ର ରଥଯାତ୍ରା ବିଶେଷାଙ୍କ ଉନ୍ମୋଚିତ
1 min read
ଭୁବନେଶ୍ୱର: ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ଓଡ଼ିଶା ସରକାରଙ୍କ ମାସିକ ମୁଖପତ୍ର ‘ଉତ୍କଳ ପ୍ରସଙ୍ଗ’ ଏବଂ ‘ଓଡ଼ିଶା ରିଭ୍ୟୁ’ର ରଥଯାତ୍ରା ବିଶେଷାଙ୍କ ଉନ୍ମୋଚନ ହୋଇଛି । ଏହାକୁ ଆଜି ପବିତ୍ର ରଥଯାତ୍ରା ୨୦୨୧ ଅବସରରେ ଉନ୍ମୋଚନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ପବିତ୍ର #ରଥଯାତ୍ରା୨୦୨୧ ଅବସରରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ପ୍ରକାଶିତ ଓଡିଶା ସରକାରଙ୍କ ମାସିକ ମୁଖପତ୍ର "ଉତ୍କଳ ପ୍ରସଙ୍ଗ" ଏବଂ "ଓଡିଶା ରିଭ୍ୟୁ"ର ରଥଯାତ୍ରା ବିଶେଷାଙ୍କ ଉନ୍ମୋଚନ କରିଛନ୍ତି। pic.twitter.com/GEyrOcNm0s
— I & PR Department, Odisha (@IPR_Odisha) July 12, 2021