କ୍ୱାରେଣ୍ଟାଇନ ଭଙ୍ଗକାରୀ ଅମାନିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ

ଭୁବନେଶ୍ୱର: ବାହାର ରାଜ୍ୟରୁ ଓଡ଼ିଶା ଆସୁଥିବା ପ୍ରବାସୀଙ୍କୁ କ୍ୱାରେଣ୍ଟାଇନ ମାନିବାକୁ ମୁଖ୍ୟମନ୍ତ୍ରୀ ତାଗିଦ କରିଛନ୍ତି । ଆମପାଇଁ ପ୍ରତ୍ୟେକଟି ଜୀବନ ମୂଲ୍ୟବାନ, ଏହାକୁ ସୁରକ୍ଷିତ ରଖିବା ସମସ୍ତଙ୍କ ଦାୟିତ୍ୱ । ତେଣୁ ସମସ୍ତେ କ୍ୱାରେଣ୍ଟାଇନ ନିୟମ ଉଲ୍ଲଂଧନ କରୁଥିବା ବ୍ୟକ୍ତିଙ୍କୁ ବିରୋଧରେ କଠୋର କାର୍ଯ୍ୟନୁଷ୍ଠାନ ଗ୍ରହଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ଚେତାବନୀ ଦେଇଛନ୍ତି । ଏହି ବାବଦରେ ମୁଖ୍ୟମନ୍ତ୍ରୀ ଟ୍ୱିଟ କରିଛନ୍ତି । ପ୍ରଥମ ଟ୍ୱିଟରେ ସେ କହିଛନ୍ତି ଯେ, ‘ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ … Continue reading କ୍ୱାରେଣ୍ଟାଇନ ଭଙ୍ଗକାରୀ ଅମାନିଆଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚେତାବନୀ