କାଳୀପୂଜା ଓ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
1 min readଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ କାଳୀପୂଜା ଓ ଦୀପାବଳିର ଶୁଭକାମନା ଜଣାଇଛନ୍ତି । କୋଭିଡ୍ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ସହ ଦୀପାବଳି ପାଳିବାକୁ ମୁଖ୍ୟମନ୍ତ୍ରୀ ଟୁଇଟ୍ କରି କହିଛନ୍ତି ।
ପବିତ୍ର କାଳୀପୂଜା ଓ ଦୀପାବଳି ଉପଲକ୍ଷେ ରାଜ୍ୟବାସୀଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ ଓ ଶୁଭେଚ୍ଛା। ଚଳିତ ବର୍ଷ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ସାବଧାନତା ଓ ସତର୍କତା ବଜାୟ ରଖନ୍ତୁ। ଆଲୋକର ପର୍ବ ଦୀପାବଳି ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଓ ସମୃଦ୍ଧି ଭରିଦେଉ। #ଶୁଭଦୀପାବଳି pic.twitter.com/BPk5NcOYdQ
— Naveen Patnaik (@Naveen_Odisha) November 14, 2020
ଆଜି ଶିଶୁ ଦିବସ ଅବସରରେ ମଧ୍ୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦେଶର ପ୍ରଧାନ ପ୍ରଧାନମନ୍ତ୍ରୀ ଜବାହାରଲାଲ ନେହେରୁଙ୍କୁ ମନେ ପକାଇଛନ୍ତି ।
Humble tributes to first prime minister of free India, Pt. #JawaharlalNehru on his birth anniversary, celebrated as #ChildrensDay. The architect of modern India is remembered for his immense contribution to build a progressive and modern India. pic.twitter.com/AUW1zPjU73
— Naveen Patnaik (@Naveen_Odisha) November 14, 2020
ସେହିଭଳି ଦୀପାବଳି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଟ୍ୱିଟ କରି ଶୁଭେଚ୍ଛା ଜଣାଇବା ସହ ପ୍ରଦୂଷଣମୁକ୍ତ ଓ ସ୍ୱଚ୍ଛ ଦୀପାବଳି ପାଳନ କରି ପ୍ରକୃତିକୁ ସମ୍ମାନ ଦେବାକୁ ରାଷ୍ଟ୍ରପତି କହିଛନ୍ତି ।
दीवाली के शुभ अवसर पर, मैं सभी देशवासियों और विदेश में बसे सभी भारतीयों को हार्दिक बधाई और शुभकामनाएं देता हूं। मेरी कामना है कि खुशियों और प्रकाश का यह महापर्व, देश के हर घर में सुख, शांति और समृद्धि का संचार करे।
— President of India (@rashtrapatibhvn) November 14, 2020
ସେହିପରି ପ୍ରଧାନମନ୍ତ୍ରୀ ମୋଦି ସମସ୍ତେ ସମୃଦ୍ଧ ଓ ସୁସ୍ଥ ରୁହିବାକୁ କାମନା କରିଛନ୍ତି ।
सभी देशवासियों को दीपावली की हार्दिक मंगलकामनाएं।
Wishing everyone a Happy Diwali! May this festival further brightness and happiness. May everyone be prosperous and healthy.
— Narendra Modi (@narendramodi) November 14, 2020