ଓଡିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ପବିତ୍ର ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଉପଲକ୍ଷେ ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜ୍ଞାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଅପାର କରୁଣାରୁ ନୂଆ ବର୍ଷ ସମସ୍ତଙ୍କ ପାଇଁ ନୂଆ ସୁଯୋଗ ଓ ସମ୍ଭାବନା ନେଇ ଆସୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ସେହିପରି ପବିତ୍ର ମହାବିଷୁବ ସଂକ୍ରାନ୍ତି ଅବସରରରେ ସଂସ୍କୃତି ବିଶାରଦ ଚନ୍ଦ୍ରଭାନୁ ଶତପଥି ଶୁଭେଚ୍ଛା ଜଣାଇଛନ୍ତି ।