ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶାକୁ ଅବହେଳା କରାଯାଇଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କେନ୍ଦ୍ରର ବଜେଟ ଉପରେ ପ୍ରତିକ୍ରିୟା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୃଷି ଉଡାନ, କୃଷି ରେଳ, କୁସୁମ ଯୋଜନା, ଆୟକରରେ ପରିବର୍ତ୍ତନ ଏବଂ ଶିକ୍ଷା କ୍ଷେତ୍ରରେ ନିଆଯାଇଥିବା ନିଷ୍ପତିକୁ ନବୀନ ସ୍ୱାଗତ କରିଥିବା ବେଳେ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶାକୁ ଅବହେଳା କରାଯାଇଥିବା ସେ କହିଛନ୍ତି ।

Leave a Reply