ଗଞ୍ଜାମ ତପ୍ତପାଣି ଘାଟିରେ ଦୁର୍ଘଟଣା, ଓଲଟିଲା OJEE ପରୀକ୍ଷାର୍ଥୀଙ୍କୁ ନେଇ ଆସୁଥିବା ବସ୍

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ତପ୍ତପାଣି ଘାଟିରେ ମର୍ମନ୍ତୁଦ ଦୁର୍ଘଟଣା । ଛାତ୍ରଛାତ୍ରୀଙ୍କୁ ନେଇ ଆସୁଥିବା ଏକ କଲେଜ ବସ୍ ଓଲଟି ପଡ଼ିଛି । ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଉଷ୍ଣପ୍ରସବଣ ନିକଟ ପାଳୁଖୋଳା ୟୁ ସ୍ପଟ ଟର୍ଣ୍ଣିଂରୁ କଲେଜ ବସଟି ତଳକୁ ଖସି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାଗ୍ରସ୍ତ ବସଟି ଭୁବନେଶ୍ୱର ହାଇଟେକ୍ କଲେଜର ହୋଇଥିବା ସୂଚନା ମିଳୁଛି । ଗଜପତି ଜିଲ୍ଲା ଚାନ୍ଦିପୁଟରୁ ପ୍ରାୟ ୬୦ ଜଣ ଛାତ୍ରଛାତ୍ରୀଙ୍କୁ ନେଇ ବସଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା … Continue reading ଗଞ୍ଜାମ ତପ୍ତପାଣି ଘାଟିରେ ଦୁର୍ଘଟଣା, ଓଲଟିଲା OJEE ପରୀକ୍ଷାର୍ଥୀଙ୍କୁ ନେଇ ଆସୁଥିବା ବସ୍