ମେ’୩ ପରେ କ’ଣ ରହିବ ରଣନୀତି, ମନ୍ତ୍ରୀମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ: କରୋନା ସଂଙ୍କଟ ଓ ଲକ୍ଡାଉନ୍କୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଗୃହମନ୍ତ୍ରୀ ଅମିତ ଶାହା, ରେଳମନ୍ତ୍ରୀ ପୀୟୁଷ ଗୋୟଲ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, ସିଡିଏସ୍ ଜେନେରାଲ ବିପିନ୍ ରାୱତଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ । ଲକ୍ଡାଉନ୍ର ଦ୍ୱିତୀୟ ପର୍ଯ୍ୟାୟ ସମ୍ପର୍କରେ ବୈଠକରେ ବିଶେଷ ଆଲୋଚନା କରାଯାଇଛି । ସୂତ୍ରରୁ ପ୍ରକାଶ ଯେ, ମେ’ ୩ ପରେ ସରକାରଙ୍କ ରଣନୀତି କ’ଣ ରହିବ … Continue reading ମେ’୩ ପରେ କ’ଣ ରହିବ ରଣନୀତି, ମନ୍ତ୍ରୀମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ…
Copy and paste this URL into your WordPress site to embed
Copy and paste this code into your site to embed