ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ପାର, କେବଳ ମୁମ୍ବାଇରେ ୧୮ ହଜାରରୁ ଅଧିକ ମାମଲା

ମହାରାଷ୍ଟ୍ର: ଦେଶରେ କରୋନାଭାଇରସ୍ ସଂକ୍ରମଣ ବୃଦ୍ଧି ମାମଲାରେ ସବୁଠୁ ଅଧିକ ପ୍ରଭାବିତ ହୋଇଥିବା ମହାରାଷ୍ଟ୍ରରେ ଶୁକ୍ରବାର ଦିନ କୋଭିଡ -୧୯ର ୧୦୬୦ଟି ନୂଆ ମାମଲା ସାମ୍ନାକୁ ଆସିଛି । ଏଥି ସହିତ ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାରକୁ ବୃଦ୍ଧି ପାଇଛି । ବର୍ତ୍ତମାନ ଏଠାରେ ସଂକ୍ରମିତଙ୍କ ସଂଖ୍ୟା ୩୦୭୦୬ ରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ଏହି ଭାଇରସ ସଂକ୍ରମଣ ହେତୁ ୬୭ ଜଣଙ୍କର ମୃତ୍ୟୁ ଘଟିଛି, ଏଥିସହ ରାଜ୍ୟରେ ମୃତ୍ୟୁ ସଂଖ୍ୟା … Continue reading ମହାରାଷ୍ଟ୍ରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦ ହଜାର ପାର, କେବଳ ମୁମ୍ବାଇରେ ୧୮ ହଜାରରୁ ଅଧିକ ମାମଲା