ଦି’ଦିନରେ ବଦଳିଗଲେ ଟ୍ରମ୍ପ,ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ନଦେଲେ କଠୋର କାର୍ଯ୍ୟାନୁଷ୍ଠାନ ଧମକ !

ଆମେରିକା ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ଭାରତକୁ ନାଲିଆଖି। ଭାରତ ଯଦି ମ୍ୟାଲେରିଆ ଔଷଧ ନଦିଏ ତେବେ ଦୃଢ଼ କାର୍ଯ୍ୟାନୁଷ୍ଠାନର ଶିକାର ହେବ ଭାରତ । କରୋନା ସଂକ୍ରମିତ ରୋଗୀଙ୍କ ଚିକିତ୍ସା ପାଇଁ ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ବ୍ୟବହାର କରାଯାଉଛି। ଏହାପୂର୍ବରୁ ଟ୍ରମ୍ପ ଏହି ଔଷଧ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅନୁରୋଧ କରିଥିଲେ । ସାମ୍ବାଦିକମାନଙ୍କ ସହ କଥାବାର୍ତ୍ତା କରି ଟ୍ରମ୍ପ କହିଛନ୍ତି ଯେ ଆମେରିକା ସହ ଭାରତର ସମ୍ପର୍କ ଭଲ ।  ମୁଁ ଆଶା କରୁଛି ଯେ ଆମେରିକାର … Continue reading ଦି’ଦିନରେ ବଦଳିଗଲେ ଟ୍ରମ୍ପ,ହାଇଡ୍ରୋକ୍ସିକ୍ଲୋରୋକ୍ୱିନ୍ ନଦେଲେ କଠୋର କାର୍ଯ୍ୟାନୁଷ୍ଠାନ ଧମକ !