୧୬ ବର୍ଷରୁ କମ୍ ବୟସ ପିଲାଙ୍କୁ ନେଇପାରିବେନି କୋଚିଂ ସେଣ୍ଟର

ନନ୍ଦିଘୋଷ ବ୍ୟୁରୋ: କୋଚିଂ ସେଣ୍ଟର ପାଇଁ କେନ୍ଦ୍ର ସରକାରଙ୍କ ଗାଇଡଲାଇନ୍ । ଛାତ୍ରଛାତ୍ରୀଙ୍କ ସୁରକ୍ଷା, ସର୍ବନିମ୍ନ ମାନ ପାଇଁ ଗାଇଡଲାଇନ । ୧୬ ବର୍ଷରୁ କମ୍ ବୟସ ପିଲାଙ୍କୁ ନେଇପାରିବେନି କୋଚିଂ ସେଣ୍ଟର । ମାଧ୍ୟମିକ ଶିକ୍ଷା ସମାପ୍ତ ପରେ ପିଲା କୋଚିଂ ସେଣ୍ଟର ଯାଇପାରିବ । ଗ୍ରାଜୁଏସନଠାରୁ କମ୍ ଶିକ୍ଷାପ୍ରାପ୍ତ କୌଣସି ଶିକ୍ଷକ ରହିପାରିବେନି । ଭଲ ରାଙ୍କ କିମ୍ବା ମାର୍କ ନେଇ କୌଣସି ଲୋଭନୀୟ ପ୍ରତିଶ୍ରୁତି ଦେବାକୁ ମନା ।