‘ଦେଶର କିଛି ସ୍ଥାନରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟରେ ପହଞ୍ଚିଛି କରୋନା’

ନୂଆଦିଲ୍ଲୀ: କରୋନା ନେଇ ବଡ଼ ବୟାନ ରଖିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନ ରବିବାର ସ୍ୱୀକାର କରିଛନ୍ତି ଯେ, ଦେଶର କିଛି ସ୍ଥାନରେ କରୋନା ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟରେ ପହଞ୍ଚିସାରିଛି । ଏଥିସହିତ ସେ ଏହା ମଧ୍ୟ କହିଛନ୍ତି ଯେ, ଏହା କେବଳ କିଛି ରାଜ୍ୟ ଏବଂ ଜିଲ୍ଲା ମଧ୍ୟରେ ସୀମିତ ରହିଛି । ତାଙ୍କର ଏହି ବୟାନ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବୟାନ ପରେ ସାମ୍ନାକୁ ଆସିଛି ।  … Continue reading ‘ଦେଶର କିଛି ସ୍ଥାନରେ ଗୋଷ୍ଠୀ ସଂକ୍ରମଣ ପର୍ଯ୍ୟାୟରେ ପହଞ୍ଚିଛି କରୋନା’