ପୁରୀରେ ହାଜତ ମୃତ୍ୟୁ ଅଭିଯୋଗ : ଥାନାରେ ଅଟକ ଥିବା ବେଳେ ଅଭିଯୁକ୍ତର ସନ୍ଦେହ ଜନକ ମୃତ୍ୟୁ

ପୁରୀ: ପୁରୀରେ ହାଜତ ମୃତ୍ୟୁ ଅଭିଯୋଗ । କୌଣସି ଏକ ମାମଲାରେ ବାସେଳୀ ସାହି ଥାନା ପୋଲିସ ଅଟକ ରଖିଥିବା ଜଣେ ଅଭିଯୁକ୍ତର ସନ୍ଦେହ ଜନକ ମୃତ୍ୟୁ ହୋଇଛି । ସମ୍ପୃକ୍ତ ଅଭିଯୁକ୍ତକୁ ଗୁରୁତର ଅବସ୍ଥାରେ ଜିଲ୍ଲା ସଦର ମହକୁମା ଚିକିତ୍ସାଳୟକୁ ନିଆଯାଇଥିଲା । ତେବେ ଡାକ୍ତର ତାଙ୍କୁ ସେଠାରେ ମୃତ ଘୋଷଣା କରିଥିଲେ । ମୃତ ଅଭିଯୁକ୍ତର ଶରୀରରେ ମାଡ଼ର ଦାଗ ରହିଥିବା ସୂଚନା ମିଳିଛି । ତେବେ ଏନେଇ ପୁରୀ ଏସପି ସାମ୍ବାଦିକ ସମ୍ମିଳନୀ … Continue reading ପୁରୀରେ ହାଜତ ମୃତ୍ୟୁ ଅଭିଯୋଗ : ଥାନାରେ ଅଟକ ଥିବା ବେଳେ ଅଭିଯୁକ୍ତର ସନ୍ଦେହ ଜନକ ମୃତ୍ୟୁ