ବର୍ଷାଙ୍କ ବିରୋଧରେ ଅନୁଭବଙ୍କ ସଙ୍ଗୀନ ଅଭିଯୋଗ

ଭୁବନେଶ୍ୱର: ବର୍ଷା ଓ ଅନୁଭବଙ୍କ ବିବାଦରେ ଆସିଛି ଟ୍ୱିଷ୍ଟ । ଜୁଲାଇ ୧୬ରୁ ସାଂସଦ ଅନୁଭବ ତାଙ୍କ ପତ୍ନୀ ବର୍ଷାଙ୍କ ବିରୋଧରେ ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟରେ ପିଟିସନ୍ ଦାଖଲ କରିଛନ୍ତି । ଅନୁଭବଙ୍କ ବିରୋଧରେ ବର୍ଷା କୋର୍ଟରେ ଦାଖଲ କରିଥିବା ପିଟିସନ ଗତକାଲି ସାମ୍ନାକୁ ଆସିବା ପରେ ଆଜି ବର୍ଷାଙ୍କ ବିରୋଧରେ ଅନୁଭବ ଦାଖଲ କରିଥିବା ପିଟିସନ୍ ସାମ୍ନାକୁ ଆସିଛି । ୪୭ ପୃଷ୍ଠା ସମ୍ବଳିତ ପିଟିସନ୍‌ରେ ପତ୍ନୀ ବର୍ଷାଙ୍କ ବିରୋଧରେ ଅନୁଭବ ସଙ୍ଗୀନ ଅଭିଯୋଗ … Continue reading ବର୍ଷାଙ୍କ ବିରୋଧରେ ଅନୁଭବଙ୍କ ସଙ୍ଗୀନ ଅଭିଯୋଗ