କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡ.ରମେଶ ପୋଖରିଆଲ ନିଶଙ୍କ ଦିଲ୍ଲୀ ଏମ୍ସରେ ଭର୍ତ୍ତି
1 min readନୂଆଦିଲ୍ଲୀ:କେନ୍ଦ୍ର ଶିକ୍ଷାମନ୍ତ୍ରୀ ଡକ୍ଟର ରମେଶ ପୋଖରିଆଲ ଅସୁସ୍ଥ । ସେ ଏମ୍ସରେ ଭର୍ତ୍ତି ହୋଇଥିବା ସୂଚନା ମିଲିଛି । ରମେଶ ପୋଖରିଆଳ କୋଭିଡରେ ଆକ୍ରାନ୍ତ ହେବା ପରେ ସୁସ୍ଥ ହୋଇଥିଲେ । ଏବେ ପୁଣି ଅସୁସ୍ଥତା ଅନୁଭବ କରିବାରୁ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି । ଗତ ୨୧ ତାରିଖରେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ଡ. ରମେଶ ପୋଖରିଆଲ୍ ନିଶଙ୍କ । ସେ ଟୁଇଟ୍ କରି ଏହି ସୂଚନା ଦେଇଥିଲେ । ଏହା ପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ଚିକିତ୍ସା ଚାଲିଥିଲା ।
Union Education Minister Dr Ramesh Pokhriyal Nishank admitted to AIIMS due to post COVID complications today: AIIMS officials
(File pic) pic.twitter.com/w1xMx8xhmt
— ANI (@ANI) June 1, 2021