ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ

ଭୁବନେଶ୍ବର: ଆସିଛି ଏକ ବଡ଼ ଖବର । ପୂର୍ବତନ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ ହୋଇପଡ଼ିଛନ୍ତି । ତାଙ୍କୁ ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ସ୍ଥାନାନ୍ତର କରାଯିବ । ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ହେଉଛନ୍ତି ବିଶ୍ୱଭୂଷଣ ।