ଭୁବନେଶ୍ୱର: କେନ୍ଦ୍ର ବେସାମରିକ ବିମାନ ଚଳାଚଳ ରାଷ୍ଟ୍ର ମନ୍ତ୍ରୀ ହରଦୀପ ସିଂ ପୁରୀଙ୍କୁ ଚିଠି । ଭୁବନେଶ୍ୱର ବିମାନବନ୍ଦରରୁ ଅଧିକ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ପାଇଁ ଦାବି କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ।

Leave a Reply