spot_img

Latest Posts

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଅସୁସ୍ଥ, ଏମକେସିଜିରେ ଭର୍ତ୍ତି 

ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଅସୁସ୍ଥ, ଏମକେସିଜିରେ ଭର୍ତ୍ତି 

ନନ୍ଦିଘୋଷ ବ୍ୟୁରୋ: ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା ଅସୁସ୍ଥ । ଚିକିତ୍ସା ପାଇଁ ବ୍ରହ୍ମପୁର ଏମକେସିଜି ମେଡିକାଲରେ ଭର୍ତ୍ତି କରାଯାଇଛି । କଡ଼ା ସୁରକ୍ଷା ବଳୟ ମଧ୍ୟରେ ବ୍ରହ୍ମପୁର ଜେଲରୁ ତାଙ୍କୁ ଏମକେସିଜି ମେଡିକାଲ ଅଣାଯାଇଥିଲା । ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ଘଟଣାରେ ଗିରଫ ହୋଇ ବ୍ରହ୍ମପୁର ଜେଲରେ ଅଛନ୍ତି ବିକ୍ରମ ।

Latest Posts

Don't Miss