କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୪ ମାଓବାଦୀ ନିହତ

ବାଲିଗୁଡ଼ା: ସୁରକ୍ଷାକର୍ମୀ-ମାଓବାଦୀ ଗୁଳିବିନିମୟ । କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବ୍ଲକ ସିର୍ଲା ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି । ସୁରକ୍ଷାକର୍ମୀଙ୍କ ଗୁଳିରେ ୪ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ସ୍ଥାନୀୟ ଅଞ୍ଚଳରେ କମ୍ବିଂ ଅପରେସନ୍ ଜାରି ରହିଛି । ପୂର୍ବରୁ ଏହି ଅଞ୍ଚଳରେ ମାଓବାଦୀ ମାନେ ଆଧିପତ୍ୟ ବିସ୍ତାର କରିବା ସହ ବିଭିନ୍ନ ସମୟରେ ପୋଷ୍ଟର ମଧ୍ୟ ମାରୁଥିଲେ । ୩ ଦିନ ତଳେ କନ୍ଧମାଳ ପୋଲିସ ଜିଲ୍ଲାର ଫିରିଙ୍ଗିଆ … Continue reading କନ୍ଧମାଳରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୪ ମାଓବାଦୀ ନିହତ