ରାଜ୍ୟରେ ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ, ମୋଟ ପଜିଟିଭଙ୍କ ସଂଖ୍ୟା ୩୧, ୮୭୭କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୯୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟାଇନରୁ ୯୧୪ଟି ଓ ଲୋକାଲ୍ କେସ୍ ୫୮୫ଟି ରହିଛି । ରାଜ୍ୟରେ ମୋଟ୍ କରୋନା ପଜିଟିଭ୍ ସଂଖ୍ୟା ୩୧ ହଜାର ୮୭୭କୁ ବୃଦ୍ଧି ପାଇଛି । ଗଞ୍ଜାମରୁ ସର୍ବାଧିକ ୩୬୮ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାଲୁ ୨୧୪ କରୋନା ପଜିଟିଭ୍ଙ୍କୁ ଚିହ୍ନଟ କରାଯାଇଛି । ସେହିପରି ଗଜପତି ଜିଲ୍ଲାରୁ ୯୭ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । Covid-19 Report For … Continue reading ରାଜ୍ୟରେ ଆଉ ୧୪୯୯ କରୋନା ପଜିଟିଭ୍ ଚିହ୍ନଟ, ମୋଟ ପଜିଟିଭଙ୍କ ସଂଖ୍ୟା ୩୧, ୮୭୭କୁ ବୃଦ୍ଧି
Copy and paste this URL into your WordPress site to embed
Copy and paste this code into your site to embed