ଭୁବନେଶ୍ୱର: ସୁନା କିଣିବାକୁ ଚାହୁଁଥିଲେ, ଆପଣଙ୍କ ପାଇଁ ଖୁସି ଖବର । କମିଲା ସୁନା ଓ ରୁପା ଦାମ୍ । ଯଦି ଆପଣ ଆଜି ସୁନା କିଣିବାକୁ ଚାହୁଁଛନ୍ତି ବା ଯୋଜନା କରିଛନ୍ତି ତେବେ ପ୍ରଥମେ ଜାଣି ନିଅନ୍ତୁ ଆଜିର ସୁନା ଦର । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ୧,୪୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୯୦ ଟଙ୍କା ଛୁଇଁଛି । ୧୮ କ୍ୟାରେଟ ସୁନା ଦାମ୍ ୧୦,୬୬୯ ଟଙ୍କା ରହିଛି ।
ସେହିପରି ରାଜଧାନୀ ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନା ୧,୪୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୯୦ ଟଙ୍କା ରହିଛି । ସେହିପରି ମୁମ୍ବାଇରେ ୨୪ କ୍ୟାରେଟ ସୁନା ୧,୪୨,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ ସୁନା ଦର ୧,୩୦,୩୯୦ ଟଙ୍କା ଛୁଇଁଛି । ନୂଆଦିଲ୍ଲୀରେ ୨୪ କ୍ୟାରେଟ ୧,୪୨,୪୦୦ ଟଙ୍କା ଓ ୨୨ କ୍ୟାରଟେ ୧,୩୦,୫୪୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୪ କ୍ୟାରଟେ ମୂଲ୍ୟ ୧,୪୨,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୩୯୦ ଟଙ୍କା ରହିଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୧,୪୨,୨୫୦ ଟଙ୍କା ଥିବା ବେଳେ ୨୨ କ୍ୟାରେଟ ମୂଲ୍ୟ ୧,୩୦,୩୯୦ ଟଙ୍କା ରହିଛି । ଅନ୍ୟପଟେ ରୁପା ମୂଲ୍ୟ କିଲୋ ପିଛା ୨,୦୯,୯୦୦ ଟଙ୍କା ହୋଇଛି ।

