ରାଜ୍ୟରେ ବୁଧବାର ଚିହ୍ନଟ ହେଲେ ସର୍ବାଧିକ ସଂକ୍ରମିତ, ଚିନ୍ତା ବଢାଉଛି ଗଞ୍ଜାମ….

ଭୁବନେଶ୍ୱର : ରାଜ୍ୟର ଗତ ୨୪ ଘଣ୍ଟାର ସଂକ୍ରମିତଙ୍କର ଜିଲ୍ଲାୱାରୀ ତାଲିକା ପ୍ରକାଶ ପାଇଛି । ରାଜ୍ୟ ସରକାରଙ୍କ ବିଜ୍ଞପ୍ତି ଅନୁଯାୟୀ ସାରା ରାଜ୍ୟରେ ଜୁଲାଇ ୨୨ ତାରିଖରେ ୧୨୬୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ରାଜ୍ୟରେ ହୋଇଥିବା ଏପର୍ଯ୍ୟନ୍ତର ସର୍ବାଧିକ ସଂକ୍ରମଣ । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ୮୪୭ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତଙ୍କ ସଂଖ୍ୟା ୪୧୭ । ତେବେ ସବୁଦିନ ଭଳି ବୁଧବାରର ସଂକ୍ରମିତଙ୍କ ତାଲିକାରେ ଗଞ୍ଜାମ … Continue reading ରାଜ୍ୟରେ ବୁଧବାର ଚିହ୍ନଟ ହେଲେ ସର୍ବାଧିକ ସଂକ୍ରମିତ, ଚିନ୍ତା ବଢାଉଛି ଗଞ୍ଜାମ….