ଭୁବନେଶ୍ୱର: ଲକ୍ଷ୍ମୀସାଗର ଥାନା ଅଞ୍ଚଳର ଏକ ହୋଟେଲରେ ବଙ୍ଗୀୟ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ । ହୋଟେଲ ମ୍ୟାନେଜର ଓ କର୍ମଚାରୀଙ୍କୁ ଅଟକ ରଖି ପୋଲିସର ପଚରାଉଚରା ।

Leave a Reply