କରୋନା ସଂକ୍ରମଣରେ ଭାରତର ନୂଆ ରେକର୍ଡ, ୨୪ ଘଣ୍ଟାରେ ୨୬ ହଜାରରୁ ଅଧିକ ପଜିଟିଭ୍

ନୂଆଦିଲ୍ଲୀ: ଭାରତରେ ବଢ଼ୁଛି କରୋନା ସଂକ୍ରମଣ । ଭାଇରସ୍ ସୃଷ୍ଟି କରିଛି ଗୋଟିଏ ଦିନରେ ୨ଟି ନୂଆ ରେକର୍ଡ ।  ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଚିହ୍ନଟ ହୋଇଛନ୍ତି ସର୍ବାଧିକ କରୋନା ସଂକ୍ରମିତ । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୭ ଲକ୍ଷ ୯୩ ହଜାର ୮୦୨ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି । ଗତ … Continue reading କରୋନା ସଂକ୍ରମଣରେ ଭାରତର ନୂଆ ରେକର୍ଡ, ୨୪ ଘଣ୍ଟାରେ ୨୬ ହଜାରରୁ ଅଧିକ ପଜିଟିଭ୍