କରୋନା ସଂକ୍ରମିତ ସାମ୍ୱାଦିକ ପ୍ରବୀର ପ୍ରଧାନଙ୍କ ଦେହାନ୍ତ
ଭୁବନେଶ୍ୱର: ବୈଦ୍ୟୁତିକ ଗଣମାଧ୍ୟମର ଯୁବ ସାମ୍ବାଦିକ ପ୍ରବୀର ପ୍ରଧାନ ଆଉ ନାହାନ୍ତି । କିଛି ଦିନ ତଳେ କରୋନା ସଂକ୍ରମିତ ହେବା ପରେ ଚିକିତ୍ସା ପାଇଁ ଭୁବନେଶ୍ୱର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ସ୍ୱାସ୍ଥ୍ୟାବସ୍ଥାରେ ଅବନତି ଘଟିବାରୁ ଭେଣ୍ଟିଲେଟରରେ ତାଙ୍କର ଚିକିତ୍ସା ଚାଲିଥିଲା । କିନ୍ତୁ ଡାକ୍ତରଙ୍କ ଶତ ଚେଷ୍ଟା ପରେ ମଧ୍ୟ କିଛି ସୁଫଳ ମିଳିନଥିଲା । ଶେଷରେ ଜୀବନ ଯୁଦ୍ଧରେ ହାରି ଯାଇଛନ୍ତି ପ୍ରବୀର । ସେ ଜଣେ କ୍ରାଇମ ରିପୋର୍ଟର … Continue reading କରୋନା ସଂକ୍ରମିତ ସାମ୍ୱାଦିକ ପ୍ରବୀର ପ୍ରଧାନଙ୍କ ଦେହାନ୍ତ
Copy and paste this URL into your WordPress site to embed
Copy and paste this code into your site to embed