କାମାକ୍ଷା ଏକ୍ସପ୍ରେସ ଲାଇନ୍ ଚ୍ୟୁତ: ଟ୍ରାକରୁ ଖସିଲା ୧୧ ବଗି

ଚୌଦ୍ବାର: ବେଙ୍ଗାଲୁରୁ କାମାକ୍ଷା ଏକ୍ସପ୍ରେସ ଲାଇନଚ୍ୟୁତ । ଟ୍ରାକରୁ ଖସିଲା ୧୧ଟି ବଗି । ଦୁର୍ଘଟଣାରେ କେହି ମୃତାହତ ହୋଇ ନଥିବା ସୂଚନା ।
ଚୌଦ୍ବାରା ନିର୍ଗୁଣ୍ଡି ନିକଟରେ ଏହି ଦୁର୍ଘଟଣା ଘଟିଛି । ଟ୍ରେନର ୧୧ଟି ବଗି ଲାଇନଚ୍ୟୁତ ହୋଇଥିବା ବେଳେ କାହାରିଙ୍କ ମୃତ୍ୟୁ ଘଟି ନଥିବା ରେଳ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।