ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, କମିବ ଥଣ୍ଡା

ଭୁବନେଶ୍ୱର: କମିବ ଶୀତ, ବଢିବ ବର୍ଷା । ଆଜିଠାରୁ ୫ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ । ପଶ୍ଚିମା ପବନ ପ୍ରଭାବରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି । ଆଜି ଠାରୁ ଉତ୍ତର ଏବଂ ପଶ୍ଚିମ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହେବ । ୨ ଓ ୩ ତାରିଖ ପାଇଁ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।ସୁନ୍ଦରଗଡ଼, ଝାରସୁଗୁଡ଼ା, ଅନୁଗୁଳ, ବୌଦ୍ଧ, ସୋନପୁର, … Continue reading ବର୍ଷା ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି, କମିବ ଥଣ୍ଡା