ବାଲେଶ୍ୱରରୁ ଆଉ ୨, ଜଗତସିଂହପୁରରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛି । ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିପାଇ ୨୦୯ରେ ପହଞ୍ଚିଛି । ବାଲେଶ୍ୱରରୁ ଆଜି ୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଜଗତସିଂହପୁରରୁ ଜଣେ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ଏନେଇ ସୂଚନା ଦେଇଛନ୍ତି । ୨ ଆକ୍ରାନ୍ତଙ୍କ ସହ ବାଲେଶ୍ୱର ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି । ଜଗତସିଂହପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫ରେ ପହଞ୍ଚିଛି । ବାଲେଶ୍ୱରରେ … Continue reading ବାଲେଶ୍ୱରରୁ ଆଉ ୨, ଜଗତସିଂହପୁରରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ