ରାଜ୍ୟରେ ଆଉ ୪ ଜଣ କରୋନା ସଂକ୍ରମିତ, ସଂଖ୍ୟା ୪୮କୁ ବୃଦ୍ଧି
ଭୁବନେଶ୍ୱର: ରାଜ୍ୟରେ ଆଉ ୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ଗତକାଲି ମୋଟ୍ ୪୦୮ଟି ନମୁନା ପରୀକ୍ଷା କରାଯାଇଥିଲା । ସେଥିମଧ୍ୟରୁ ୬ଟି ରିପୋର୍ଟ ପଜିଟିଭ ଓ ୪୦୨ଟି ନେଗେଟିଭ୍ ଆସିଥିଲା । ଗୁରୁବାର ମୋଟ ୬ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବିଷୟରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି। ସତ୍ୟନଗର ତୋଷାଳି ଭବନ ଓମଫେଡକୁ ଆପଣ ଯାଇଛନ୍ତି … Continue reading ରାଜ୍ୟରେ ଆଉ ୪ ଜଣ କରୋନା ସଂକ୍ରମିତ, ସଂଖ୍ୟା ୪୮କୁ ବୃଦ୍ଧି
Copy and paste this URL into your WordPress site to embed
Copy and paste this code into your site to embed