ରାଜ୍ୟରେ ଆଉ ନୂଆ ୬୩ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ଆଉ ୬୩ କରୋନା ପଜିଟିଭ ଚିହ୍ନଟ । ଏଥିସହ ସଂକ୍ରମିତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି । ନୂଆ ସଂକ୍ରମିତଙ୍କ ମଧ୍ୟରୁ ୬୧ଜଣ କ୍ୱାରେଣ୍ଟାଇନ୍‌ କେନ୍ଦ୍ରରୁ ଓ ୨ଜଣ ସ୍ଥାନୀୟ ବାସିନ୍ଦା ବୋଲି ଜଣାପଡ଼ିଛି । ଖୋର୍ଦ୍ଧାରୁ ସର୍ବାଧିକ ୧୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଜଗତସିଂହପୁରରୁ ୧୧, ଢେଙ୍କାନାଳରୁ ୯, ନୟାଗଡ଼ରୁ ୭, ବଲାଙ୍ଗିରରୁ ୬, ଗଞ୍ଜାମରୁ ୪ଜଣ … Continue reading ରାଜ୍ୟରେ ଆଉ ନୂଆ ୬୩ କରୋନା ପଜିଟିଭ ଚିହ୍ନଟ, ସଂକ୍ରମିତଙ୍କ ସଂଖ୍ୟା ୧୭୨୩କୁ ବୃଦ୍ଧି