କୋଭିଡ୍-୧୯ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଖର୍ଚ୍ଚ କାଟ ଅଭିଯାନ,ଦୁଇ ବର୍ଷ ପାଇଁ ନୂଆ ନିଯୁକ୍ତି ମନା
ଭୁବନେଶ୍ୱର: କୋଭିଡ୍-୧୯ ମହାମାରୀ କାରଣରୁ ରାଜ୍ୟ ସରକାରଙ୍କ ଉପରେ ଆର୍ଥିକ ବୋଝ ବଢିଯାଇଛି । କରୋନା ସଂକ୍ରମିତଙ୍କ ଚିକିତ୍ସା ଓ ଲକଡାଉନ୍ କାରଣରୁ ରୋଜଗାର ହରାଇଥିବା ସମାଜର ଆର୍ଥିକ ଦୃଷ୍ଟିରୁ ଦୁର୍ବଳ ଶ୍ରେଣୀ ପାଇଁ ରାଜ୍ୟ ସରକାରଙ୍କୁ ଅଧିକ ଅର୍ଥ ବ୍ୟୟ କରିବାକୁ ପଡୁଛି । ଅନ୍ୟପକ୍ଷରେ ଲକଡାଉନ୍ ଓ ସଟ୍ ଡାଉନ୍ କାରଣରୁ ସରକାରଙ୍କୁ ରାଜସ୍ୱ ହରାଇବାକୁ ପଡିଛି । ଆଗକୁ କରୋନା ମୁକାବିଲା ପାଇଁ ଅଧିକ ଅର୍ଥ ଆବଶ୍ୟକ ପଡିବ । ଏହାକୁ ଦୃଷ୍ଟିରେ … Continue reading କୋଭିଡ୍-୧୯ ମୁକାବିଲା ପାଇଁ ରାଜ୍ୟ ସରକାରଙ୍କ ଖର୍ଚ୍ଚ କାଟ ଅଭିଯାନ,ଦୁଇ ବର୍ଷ ପାଇଁ ନୂଆ ନିଯୁକ୍ତି ମନା
Copy and paste this URL into your WordPress site to embed
Copy and paste this code into your site to embed