ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା: ମିଳିତ ଭାବେ ଦୁଇ ବୈଜ୍ଞାନିକଙ୍କୁ ମିଳିବ ଏହି ସମ୍ମାନ
1 min readଷ୍ଟୋକହୋମ: ଚଳିତ ବର୍ଷ ରସାୟନ ବିଜ୍ଞାନରେ ନୋବେଲ ପୁରସ୍କାର ଘୋଷଣା କରାଯାଇଛି । Emmanuelle Charpentier ଏବଂ Jennifer A. Doudna ଙ୍କୁ ଯୁଗ୍ମ ଭାବେ ଏହି ପୁରସ୍କାର ପ୍ରଦାନ କରାଯିବ । ଜିନୋମ ଏଡିଟିଂ ପାଇଁ ଏକ ପଦ୍ଧତିର ବିକାଶ କରିଥିବାରୁ ଦୁହିଁଙ୍କୁ ନୋବେଲ ପୁରସ୍କାର ପ୍ରଦାନ କରାଯିବ । ସ୍ୱିଡିସ ଇନଭେଣ୍ଟର ଅଲଫ୍ରେଡ ନୋବେଲଙ୍କ ନାଆରେ ଏହି ପୁରସ୍କାର ପ୍ରଦାନ କରାଯାଇଥାଏ ।
BREAKING NEWS:
The 2020 #NobelPrize in Chemistry has been awarded to Emmanuelle Charpentier and Jennifer A. Doudna “for the development of a method for genome editing.” pic.twitter.com/CrsnEuSwGD— The Nobel Prize (@NobelPrize) October 7, 2020