ଆରମ୍ଭ ହେଲା ଭୋଟ ଗଣତି: ତିର୍ତ୍ତୋଲ ବିଧାନସଭା ଆସନରେ ବିଜେଡି ଆଗୁଆ

ବାଲେଶ୍ୱର, ତିର୍ତ୍ତୋଲ: ଆରମ୍ଭ ହୋଇଛି ଭୋଟ ଗଣତି । ଉଭୟ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ଆସନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି । ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି କରାଯିବ ପରେ ସାଢ଼େ ୮ଟାରୁ ଇଭିଏମ୍ ଭୋଟ ଗଣତି ଆରମ୍ଭ ହୋଇଛି । ମୋଟି ୨୫ ରାଉଣ୍ଡରେ ଭୋଟ ଗଣତି ହେବାକୁ ଥିବା ବେଳେ ପ୍ରଥମ ରାଉଣ୍ଡ ଭୋଟ ଗଣତି ସରିଛି । ପ୍ରଥମ ରାଉଣ୍ଡ ଶେଷ ସୁଦ୍ଧା ତିର୍ତ୍ତୋଲ ଆସନରେ ବିଜେଡି ପ୍ରାର୍ଥୀ … Continue reading ଆରମ୍ଭ ହେଲା ଭୋଟ ଗଣତି: ତିର୍ତ୍ତୋଲ ବିଧାନସଭା ଆସନରେ ବିଜେଡି ଆଗୁଆ