ରାଜ୍ୟରେ ସଂକ୍ରମିତ ସଂଖ୍ୟା ୨୮ହଜାର ପାର୍, ଗତ ୨୪ଘଣ୍ଟାରେ ଖୋର୍ଦ୍ଧା ଓ ଗଞ୍ଜାମରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା । ନୂଆ ନୂଆ ରେକର୍ଡ କରୁଛି କରୋନା । ଦିନ ଯେତେ ବଢୁଛି ସେତେ ନୂଆ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ପୂର୍ବରୁ ଶତାଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଥିବା ବେଳେ ଏବେ ଦିନକରୋ ହଜାରରୁ ଅଧିକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି ।ପୂର୍ବରୁ ସ୍ଥାନୀୟ ସଂକ୍ରମଣ କମ ରହୁଥିବା ବେଳେ ଏବେ ଦିନକରେ ୪୬୨ ସ୍ଥାନୀୟ ସଂକ୍ରମଣ ନିଦ ହଜାଇଛି । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି … Continue reading ରାଜ୍ୟରେ ସଂକ୍ରମିତ ସଂଖ୍ୟା ୨୮ହଜାର ପାର୍, ଗତ ୨୪ଘଣ୍ଟାରେ ଖୋର୍ଦ୍ଧା ଓ ଗଞ୍ଜାମରୁ ସର୍ବାଧିକ ସଂକ୍ରମିତ ଚିହ୍ନଟ