ରାଜ୍ୟରେ ପୁଣି ୧୬୩୩ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ପୁଣି ୧୬୩୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ପୂର୍ବ ମାସ ତୁଳନାରେ ଏବେ ଦିନକୁ ଦିନ ରାଜ୍ୟରେ କରୋନା ସଂକ୍ରମଣ କମିବାରେ ଲାଗିଛି । ଯାହାକି ରାଜ୍ୟ ପାଇଁ ଏକ ଭଲ ଖବର । ୧୬୩୩ ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରେ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ୯୫୫ ଜଣ ଚିହ୍ନଟ ହୋଇଥିବା ବେଳେ ୬୭୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ସୁଦ୍ଧା ମୋଟ୍ ୨,୬୨,୦୩୧ ଜଣ ସୁସ୍ଥ ହୋଇ ଘରକୁ … Continue reading ରାଜ୍ୟରେ ପୁଣି ୧୬୩୩ ନୂଆ କରୋନା ଆକ୍ରାନ୍ତ