୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଚିହ୍ନଟ,୧୪ଶହ ଟପିଲା ରୋଗୀଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ  ୧୪୦୦ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ଗୋଟିଏ ଦିନରେ ସର୍ବାଧିକ ୧୦୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଜି ୧୦୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ୱେବସାଇଟରେ ସୂଚନା ଦିଆଯାଇଛି । ୧୦୩ ଜଣ ନୂତନ ସଂକ୍ରମିତଙ୍କ ମଧ୍ୟରୁ ୯୬ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ଥିଲେ । … Continue reading ୨୪ ଘଣ୍ଟାରେ ରାଜ୍ୟରେ ସବୁଠୁ ଅଧିକ ସଂକ୍ରମିତ ଚିହ୍ନଟ,୧୪ଶହ ଟପିଲା ରୋଗୀଙ୍କ ସଂଖ୍ୟା